Proverbs 15:9 — Compare Translations

5 translations compared side by side

Odia - 1840
"ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷଯ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।