Proverbs 16:15 — Compare Translations

5 translations compared side by side

Odia - 1840
"ରାଜାର ପ୍ରସନ୍ନ ବଦନ ରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶଷେ ବର୍ଷାର ମେଘସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶେଷ ବର୍ଷାର ମେଘସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ

Recommended Reading