Proverbs 16:25 — Compare Translations
5 translations compared side by side
Odia - 1840
"ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଦୃଷ୍ଟିରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ୟୁରେ ହିଁ ଶେଷ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।