Proverbs 16:30 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷଯ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧ ରେ, ମନ୍ଦକର୍ମ ସିଦ୍ଧ କରୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷୟ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧରେ, ମନ୍ଦକର୍ମ ସିଦ୍ଧ କରୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ।