Proverbs 16:31 — Compare Translations

5 translations compared side by side

Odia - 1840
"ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପକ୍ଵକେଶ ଶୋଭାଜନକ ମୁକୁଟ, ତାହା ଧର୍ମ-ପଥରେ ପ୍ରାପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପାଚିଲା କେଶ ଶୋଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।