Proverbs 17:1 — Compare Translations
5 translations compared side by side
Odia - 1840
"ବିବାଦୟୁକ୍ତ ଭୋଜି ରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ କଳେକ ଶୁଷ୍କ ଅନ୍ନ ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ବିବାଦଯୁକ୍ତ ଭୋଜିରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
Odia IRV 2017 (ଓଡିଆ ବାଇବେଲ)
ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।