Proverbs 17:11 — Compare Translations

5 translations compared side by side

Odia - 1840
"ଦୁର୍ଜନ କବଳେ ବିଦ୍ରୋହ ଲୋଡ଼େ, ଏଣୁ ତାକୁ ଶାସ୍ତି ଦବୋ ପାଇଁ ଜଣେ କଠାେର ହୃଦଯ ଦୂତକୁ ପଠାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଜନ କେବଳ ବିଦ୍ରୋହ ଲୋଡ଼େ, ଏଣୁ ତାକୁ ଶାସ୍ତି ଦେବା ପାଇଁ ଜଣେ କଠୋର ହୃଦୟ ଦୂତକୁ ପଠାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
Odia IRV 2017 (ଓଡିଆ ବାଇବେଲ)
ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।