Proverbs 17:12 — Compare Translations

5 translations compared side by side

Odia - 1840
"ଛୁଆ ହରାଇଥିବା ଭଲ୍ଲୁକୀ ମନୁଷ୍ଯକୁ ପେଛ ଭଟେୁ ମାତ୍ର ନିଜ ଅଜ୍ଞାନନା ରେ ମଗ୍ନ ମୂର୍ଖ ନ ଭଟେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଛୁଆ ହରାଇଥିବା ଭଲ୍ଲୁକୀ ମନୁଷ୍ୟକୁ ପଛେ ଭେଟୁ ମାତ୍ର ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
Odia IRV 2017 (ଓଡିଆ ବାଇବେଲ)
ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।