Proverbs 17:13 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଭଲ ବଦଳ ରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କବେେ ଛାଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଭଲ ବଦଳରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।

Recommended Reading