Proverbs 17:14 — Compare Translations
5 translations compared side by side
Odia - 1840
"ଗୋଟିଏ ୟୁକ୍ତିର ଆରମ୍ଭ ଗୋଟିଏ ବନ୍ଧ ରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହବୋପୂର୍ବରୁ ୟୁକ୍ତ ବନ୍ଦ କର। ତବେେ ଅକ୍ତିଆର ବାହାର ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଳିର ଆରମ୍ଭ କେହି (ବନ୍ଧ କାଟି) ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଯୁକ୍ତିର ଆରମ୍ଭ ଗୋଟିଏ ବନ୍ଧରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହେବା ପୂର୍ବରୁ ଯୁକ୍ତି ବନ୍ଦ କର। ତେବେ ଅକ୍ତିଆର ବାହାର ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
Odia IRV 2017 (ଓଡିଆ ବାଇବେଲ)
କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।