Proverbs 17:15 — Compare Translations
5 translations compared side by side
Odia - 1840
"ଯେ ଦୁଷ୍ଟକୁ ନିର୍ ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୃଢ଼ ହିଁ ସଦାପ୍ରଭୁଙ୍କଠା ରେ ସମାନ ଭାବେ ଘୃଣିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ଭାବେ ଘୃଣିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
Odia IRV 2017 (ଓଡିଆ ବାଇବେଲ)
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।