Proverbs 17:16 — Compare Translations

5 translations compared side by side

Odia - 1840
"ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ ଧନ ଥିଲେ ତାହା ମୂଲ୍ୟହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳରେ ଜ୍ଞାନ କ୍ରୟ କରିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।