Proverbs 17:19 — Compare Translations

5 translations compared side by side

Odia - 1840
"ଯେ ବିବାଦ ଭଲପାଏ, ସେ ଅପରାଧ ହିଁ ଭଲପାଏ। ପୁଣି ଯେ କହେି ଆପଣା ଦ୍ବାର ଉଚ୍ଚ କରେ, ସେ ବିନାଶ ଖୋଜେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ଵାର ଉଚ୍ଚ କରେ, ସେ ବିନାଶ ଖୋଜେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ବିବାଦ ଭଲପାଏ, ସେ ଅପରାଧ ହିଁ ଭଲପାଏ। ପୁଣି ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
Odia IRV 2017 (ଓଡିଆ ବାଇବେଲ)
ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।