Proverbs 17:2 — Compare Translations

5 translations compared side by side

Odia - 1840
"ଯେଉଁ ଦାସ ବୁଦ୍ଧି ପୂର୍ବକ ଚଳେ ସେ ଲଜ୍ଜ୍ଯାଜନକ ପୁତ୍ର ଉପ ରେ କତ୍ତୃର୍ତ୍ବ କରେ। ପୁଣି ଭାଇମାନଙ୍କ ସଙ୍ଗ ରେ ସମ୍ପତ୍ତି ବାଣ୍ଟ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦାସ ବୁଦ୍ଧି ପୂର୍ବକ ଚଳେ ସେ ଲଜ୍ଜାଜନକ ପୁତ୍ର ଉପରେ କର୍ତ୍ତୃତ୍ୱ କରେ। ପୁଣି ଭାଇମାନଙ୍କ ସଙ୍ଗରେ ସମ୍ପତ୍ତି ବାଣ୍ଟ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।