Proverbs 17:20 — Compare Translations
5 translations compared side by side
Odia - 1840
"ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ଵା, ସେ ଆପଦରେ ପଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହାର ହୃଦୟ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ୟ ଖରାପ ସେ ବିପଦରେ ପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
Odia IRV 2017 (ଓଡିଆ ବାଇବେଲ)
ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।