Proverbs 17:21 — Compare Translations
5 translations compared side by side
Odia - 1840
"ମୂର୍ଖର ଜନ୍ମଦାତା ଆପଣାର ଶାେକ ସଞ୍ଚଯ କରେ, ଏବଂ ମୃଢର ପିତା ଆନନ୍ଦ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ, ଏବଂ ମୂଢ଼ର ପିତା ଆନନ୍ଦ ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।