Proverbs 17:22 — Compare Translations

5 translations compared side by side

Odia - 1840
"ଆନନ୍ଦିତ ହୃଦଯ ଉତ୍ତମ ଔଷଧ। ମାତ୍ର ଭଗ୍ନ ଆତ୍ମା ଅଗ୍ନି ସବୁକୁ ଶୁଷ୍କ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଆନନ୍ଦିତ ହୃଦୟ ଉତ୍ତମ ଔଷଧ। ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
Odia IRV 2017 (ଓଡିଆ ବାଇବେଲ)
ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।