Proverbs 17:23 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକ ନ୍ଯାଯରୁ ବଞ୍ଚିବାକୁ ଲୁଚଇେ କରି ଉତ୍କୋଚ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ନ୍ୟାୟରୁ ବଞ୍ଚିବାକୁ ଲୁଚେଇ କରି ଉତ୍କୋଚ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।