Proverbs 17:25 — Compare Translations
5 translations compared side by side
Odia - 1840
"ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ସେ ଆପଣା ଜନନୀକୁ ଦୁଃଖ ଆଣିବାର କାରଣ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ସେ ଆପଣା ଜନନୀକୁ ଦୁଃଖ ଆଣିବାର କାରଣ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।