Proverbs 17:26 — Compare Translations

5 translations compared side by side

Odia - 1840
"ଜଣେ ସାଧାରଣ ଲୋକଙ୍କୁ ଶାସ୍ତି ଦବୋ କିମ୍ବା କୌଣସି ପଥ ପ୍ରଦର୍ଶକୀକୁ ତାଙ୍କ ସଚ୍ଚୋଟତା ପାଇଁ ଦଣ୍ଡଦବୋ ଯଥାର୍ଥ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସାଧାରଣ ଲୋକଙ୍କୁ ଶାସ୍ତି ଦେବା କିମ୍ବା କୌଣସି ପଥ ପ୍ରଦର୍ଶକୀକୁ ତାଙ୍କ ସଚ୍ଚୋଟତା ପାଇଁ ଦଣ୍ଡଦେବା ଯଥାର୍ଥ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।