Proverbs 17:27 — Compare Translations

5 translations compared side by side

Odia - 1840
"ଯେ ଅଳ୍ପ କଥା କ ହେ, ତାହାର ଜ୍ଞାନ ଥାଏ। ଯାହାର ଶାନ୍ତ ଆତ୍ମା ସେ ବୁଦ୍ଧିମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶା; ଆତ୍ମା, ସେ ବୁଦ୍ଧିମାନ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଅଳ୍ପ କଥା କହେ, ତାହାର ଜ୍ଞାନ ଥାଏ। ଯାହାର ଶାନ୍ତ ଆତ୍ମା ସେ ବୁଦ୍ଧିମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
Odia IRV 2017 (ଓଡିଆ ବାଇବେଲ)
ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।