Proverbs 17:28 — Compare Translations

5 translations compared side by side

Odia - 1840
"ଅଜ୍ଞାନମାନେ ଚୁପ୍ ରହିଲେ ଜ୍ଞାନବାନ ଗଣିତ ହୁଏ। ପୁଣି ସେ ଆପଣା କଥା ବନ୍ଦ କଲେ ବୁଦ୍ଧିମାନ ଗଣିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାନୀମାନେ ଚୁପ୍ ରହିଲେ ଜ୍ଞାନବାନ ଗଣିତ ହୁଏ। ପୁଣି ସେ ଆପଣା କଥା ବନ୍ଦ କଲେ ବୁଦ୍ଧିମାନ ଗଣିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।