Proverbs 17:3 — Compare Translations

5 translations compared side by side

Odia - 1840
"ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନିଆଁରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାଯାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।