Proverbs 17:4 — Compare Translations
5 translations compared side by side
Odia - 1840
"କୁକ୍ରିଯାକାରୀ ଲୋକ ଦୁଷ୍ଟ କଥା ଶୁଣେ। ପୁଣି ମିଥ୍ଯାବାଦୀ ଅନ୍ୟ ଲୋକର ମିଥ୍ଯା ରେ କର୍ଣ୍ଣପାତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି ମିଥ୍ୟାବାଦୀ ହିଂସ୍ର ଜିହ୍ଵାରେ କର୍ଣ୍ଣପାତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
କୁକ୍ରିୟାକାରୀ ଲୋକ ଦୁଷ୍ଟ କଥା ଶୁଣେ । ପୁଣି ମିଥ୍ୟାବାଦୀ ଅନ୍ୟ ଲୋକର ମିଥ୍ୟାରେ କର୍ଣ୍ଣପାତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
Odia IRV 2017 (ଓଡିଆ ବାଇବେଲ)
କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
Recommended Reading