Proverbs 17:5 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେ କହେି ଅନ୍ୟ ଲୋକର ବିପଦ ରେ ଆନନ୍ଦ କରେ, ସେ ଦଣ୍ଡ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ତିତ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେକେହି ଅନ୍ୟ ଲୋକର ବିପଦରେ ଆନନ୍ଦ କରେ, ସେ ଦଣ୍ଡ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।