Proverbs 17:7 — Compare Translations

5 translations compared side by side

Odia - 1840
"ଜଣେ ନିର୍ବୋଧ ବେଶୀ କଥା କହିବା ଉଚିତ୍ ନୁହେଁ। ସହେିପରି ଜଣେ ଶାସକ ମିଛଗୁଡ଼ିକ କହିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ନିର୍ବୋଧ ବେଶୀ କଥା କହିବା ଉଚିତ୍ ନୁହେଁ। ସେହିପରି ଜଣେ ଶାସକ ମିଛଗୁଡ଼ିକ କହିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।