Proverbs 17:8 — Compare Translations

5 translations compared side by side

Odia - 1840
"ଗୋଟିଏ ଉତ୍କୋଚ ଗୋଟିଏ ୟାଦୁ ପଥର ପରି, ଏହା ଜଣେ ଦଇେଥିବାର ଆଖି ରେ ଅଟେ, ସେ ଯେଉଁ ଦିଗ ରେ ଘୂ ରେ, ସେ କୃପାଲାଭ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଉତ୍କୋଚ ଗୋଟିଏ ଯାଦୁ ପଥର ପରି, ଏହା ଜଣେ ଦେଇଥିବାର ଆଖିରେ ଅଟେ, ସେ ଯେଉଁ ଦିଗରେ ଘୂରେ, ସେ କୃପାଲାଭ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।