Proverbs 17:9 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତବେେ ସେ ତୁମ୍ଭର ବନ୍ଧୁ ହବେ। ମାତ୍ର ତା'ର ଦୋଷକୁ ଯବେେ ତୁମ୍ଭେ ମନେ ପକାଇବ, ତବେେ ତୁମ୍ଭର ବନ୍ଧୁତ୍ବ ନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତେବେ ସେ ତୁମ୍ଭର ବନ୍ଧୁ ହେବ। ମାତ୍ର ତା’ର ଦୋଷକୁ ଯେବେ ତୁମ୍ଭେ ମନେ ପକାଇବ, ତେବେ ତୁମ୍ଭର ବନ୍ଧୁତ୍ୱ ନଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।