Proverbs 18:1 — Compare Translations

5 translations compared side by side

Odia - 1840
"ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ଵଜ୍ଞାନ ବିରୁଦ୍ଧରେ କନ୍ଦଳ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ପ୍ରତ୍ୟାଖାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।