Proverbs 18:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକି ପଳାଇ ରକ୍ଷା ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସେଠାକୁ ଯାଇ ରକ୍ଷା ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।