Proverbs 18:11 — Compare Translations
5 translations compared side by side
Odia - 1840
"ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତ ରେ ଏହା ଉଚ୍ଚ ପ୍ରାଚୀର ସ୍ବରୂପ, ଯେ କହେି ହେଲେ ଚଢ଼ିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନବାନର ଧନ ତାହାର ଦୃଢ଼ ନଗର, ପୁଣି ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତରେ ଏହା ଉଚ୍ଚ ପ୍ରାଚୀର ସ୍ୱରୂପ, ଯେକେହି ହେଲେ ଚଢ଼ି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।