Proverbs 18:12 — Compare Translations
5 translations compared side by side
Odia - 1840
"ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ ।
Odia Bible ERV 2004 (ପବିତ୍ର ବାଇବଲ)
ଗର୍ବିତ ମନୁଷ୍ୟର ମନ ବିନାଶ ସମ୍ମୁଖରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
Odia IRV 2017 (ଓଡିଆ ବାଇବେଲ)
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।