Proverbs 18:13 — Compare Translations

5 translations compared side by side

Odia - 1840
"ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବେଚନା ହୁଏ ଓ ଲଜ୍ଜିତର କାରଣ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
Odia IRV 2017 (ଓଡିଆ ବାଇବେଲ)
ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।