Proverbs 18:15 — Compare Translations
5 translations compared side by side
Odia - 1840
"ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ ।
Odia Bible ERV 2004 (ପବିତ୍ର ବାଇବଲ)
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
Odia IRV 2017 (ଓଡିଆ ବାଇବେଲ)
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।