Proverbs 18:16 — Compare Translations
5 translations compared side by side
Odia - 1840
"ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଭେଟୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।