Proverbs 18:17 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ୟ୍ଯନ୍ତ ସେ ଅନ୍ୟ ଲୋକ ଦ୍ବାରା ପରୀକ୍ଷା ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ଯ୍ୟନ୍ତ ସେ ଅନ୍ୟ ଲୋକ ଦ୍ୱାରା ପରୀକ୍ଷା ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।