Proverbs 18:19 — Compare Translations
5 translations compared side by side
Odia - 1840
"ବିରକ୍ତ ଭାଇ ଦୃଢ଼ ନଗର ଅପେକ୍ଷା କଷ୍ଟକର। ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ବିରକ୍ତ ଭାଇ ଦୃଢ଼ ନଗର ଅପେକ୍ଷା କଷ୍ଟକର। ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।