Proverbs 18:2 — Compare Translations

5 translations compared side by side

Odia - 1840
"ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କବଳେ ଆପଣା ମନର କଥା ପ୍ରକାଶ କରିବା ରେ ସନ୍ତାଷେ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।