Proverbs 18:20 — Compare Translations

5 translations compared side by side

Odia - 1840
"ମନୁଷ୍ଯର ଉଦର ତା'ର ମୁଖ ଫଳ ରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥା ରେ ତୃପ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଉଦର ତା’ର ମୁଖ ଫଳରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥାରେ ତୃପ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।