Proverbs 18:21 — Compare Translations

5 translations compared side by side

Odia - 1840
"ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରଣ ଓ ଜୀବନ ଜିହ୍ଵାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମରଣ ଓ ଜୀବନ ଜିହ୍ୱାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
Odia IRV 2017 (ଓଡିଆ ବାଇବେଲ)
ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।