Proverbs 18:24 — Compare Translations

5 translations compared side by side

Odia - 1840
"ଯେ ଅନକେ ମିତ୍ର କରେ, ସମାନେେ ତାଙ୍କର ବିନାଶର କାରଣ ହାଇପୋରନ୍ତି। ମାତ୍ର ଜଣେ ପ୍ ରମେକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଠ ହାଇେ ରହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଅନେକ ମିତ୍ର କରେ, ସେମାନେ ତାଙ୍କର ବିନାଶର କାରଣ ହୋଇପାରନ୍ତି। ମାତ୍ର ଜଣେ ପ୍ରେମକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଟ ହୋଇ ରହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।