Proverbs 18:3 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଆସିଲେ ଅବଜ୍ଞା ଆ ସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି ଅପମାନ ସଙ୍ଗେ ଦୁର୍ନାମ ଆସେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଆସିଲେ ଅବଜ୍ଞା ଆସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।