Proverbs 18:4 — Compare Translations
5 translations compared side by side
Odia - 1840
"ମନୁଷ୍ଯର ମୁଖର ବାକ୍ଯ ଗଭୀର ଜଳତୁଲ୍ଯ। ପୁଣି ଜ୍ଞାନ ରେ ଉତ୍ପତ୍ତି ସ୍ଥାନ ଜଳ ସୋର୍ତ ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳତୁଲ୍ୟ। ପୁଣି ଜ୍ଞାନରେ ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
Recommended Reading