Proverbs 18:5 — Compare Translations

5 translations compared side by side

Odia - 1840
"ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଗ୍ଭରରେ ଧାର୍ମିକ ପ୍ରତି ଅନ୍ୟାୟ କରିବା ଭଲ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।