Proverbs 18:6 — Compare Translations

5 translations compared side by side

Odia - 1840
"ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି ତାହାର ମୁଖ ମାଡ଼ ଖାଇବାକୁ ଡାକେ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖର କଥା ବିବାଦରେ ପ୍ରବର୍ତ୍ତେ। ପୁଣି ତା’ର କଥା ମାଡ଼ ଖାଇବାକୁ ଡାକେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।