Proverbs 18:7 — Compare Translations

5 translations compared side by side

Odia - 1840
"ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖର କଥା ତା’ର ବିନାଶର କାରଣ। ପୁଣି ତା’ର ବାକ୍ୟ ପ୍ରାଣର ଫାନ୍ଦ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।