Proverbs 18:8 — Compare Translations

5 translations compared side by side

Odia - 1840
"ନିନ୍ଦାର ବାକ୍ଯଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦାର ବାକ୍ୟଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
Odia IRV 2017 (ଓଡିଆ ବାଇବେଲ)
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।