Proverbs 18:9 — Compare Translations
5 translations compared side by side
Odia - 1840
"ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।
Odia IRV 2017 (ଓଡିଆ ବାଇବେଲ)
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।