Proverbs 19:1 — Compare Translations
5 translations compared side by side
Odia - 1840
"ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବ ହେଲେ ମଧ୍ୟ ସେ ସାଧୁତା; ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।