Proverbs 19:10 — Compare Translations

5 translations compared side by side

Odia - 1840
"ମୂର୍ଖ ଲୋକ କବେେ ହେଲେ ଧନୀ ହାଇପୋରିବ ନାହିଁ। ଯେପରି ଅଧିପତି ଉପ ରେ ଦାସର କତ୍ତୃର୍ତ୍ବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ଵ ତତୋଧିକ ଅନୁପଯୁକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ଲୋକ କେବେହେଲେ ଧନୀ ହୋଇ ପାରିବ ନାହିଁ। ଯେପରି ଅଧିପତି ଉପରେ ଦାସର କର୍ତ୍ତୃତ୍ୱ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।